ପୁଲିସ୍‌-ଓକିଲ ମୁହାଁମୁହିଁ

କଟକ: କଟକରେ ପୁଲିସ୍‌-ଓକିଲ ମୁହାଁମୁହିଁ ହୋଇଛନ୍ତି। ନୂଆବଜାର ପୋଲ ନିକଟରେ ଜଣେ ଆଇନଜୀବୀଙ୍କୁ ପୁଲିସ୍‌ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ତାତିଛନ୍ତି ଓକିଲ।

ଓକିଲଙ୍କୁ ମାଡ଼ ପ୍ରତିବାଦରେ ଶତାଧିକ ଆଇନଜୀବୀ ଚାଉଳିଆଗଞ୍ଜ ଥାନାକୁ ଘେରାଉ କରିଥିଲେ। ଓକିଲ ମାନେ କାର୍ଯ୍ୟନୁଷ୍ଠାନ ଦାବିରେ ଅଡ଼ି ବସିଥିଲେ। ଆହତ ଓକିଲଙ୍କୁ SCBରେ ଭର୍ତ୍ତି କରଯାଇଛି।

You might also like