ପୁଲିସ୍‌ କବଜାରେ ଗ୍ୟାଙ୍ଗଷ୍ଟର ପାପା ପଣ୍ଡା

ବାଲେଶ୍ୱର(ରଶ୍ମି ରଞ୍ଜନ ଦାସ) : ଗ୍ୟାଙ୍ଗଷ୍ଟର୍‌ ତଥା ଦୁର୍ଦ୍ଦାନ୍ତ ଅପରାଧୀ ପାପା ପଣ୍ଡା ଓରଫ ଚିନ୍ମୟକୁ ବାଲେଶ୍ୱର ପୁଲିସ୍‌ ଗିରଫ କରିଛି। ଗତକାଲି ବାଲେଶ୍ୱର ଡିଏସ୍‌ପି ମନୋଜ ରାଉତଙ୍କ ନେତୃତ୍ୱରେ ପୁଲିସ୍‌ର ଏକ ସ୍ପେଶାଲ୍‌ ଟିମ୍‌ କଟକରୁ ଚିନ୍ମୟକୁ ଗିରଫ କରିଥିଲା। ତା’ ନାଁରେ ବିଭିନ୍ନ ଥାନାରେ ବହୁ ହତ୍ୟା ଓ ଅପରାଧିକ ମାମଲା ରହିଛି।

ପାପା ଦୁଇ ବର୍ଷ ହେବା ଫେରାର ଥିଲା। ୨୦୧୬ରେ ଗ୍ୟାଙ୍ଗଷ୍ଟର୍ ଖାସୁଆ ଓରଫ ସୁଶାନ୍ତ ଦାସକୁ ହତ୍ୟାକରି ସେ ଫେରାର ହୋଇ ଯାଇଥିଲା। ବାଲେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ତାକୁ ପଳାତକ ଘୋଷଣା ମଧ୍ୟ କରିଥିଲେ। ସେହିଭଳି ମାଣିଖମ୍ୱର ଟ୍ରେଲର୍‌ ଓ ଟ୍ରକ ବ୍ୟବସାୟୀ ହେମନ୍ତ ମହାପାତ୍ରଙ୍କୁ ମଧ୍ୟ ସେ ହତ୍ୟା କରିଥିବା ପୁଲିସ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like