ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍

ସୁନ୍ଦରଗଡ଼  : ମିସ୍ କଲରୁ ପ୍ରେମ, ପ୍ରେମ ପରେ ବ୍ଲାକ୍ ମେଲ୍ , ପରେ ହତ୍ୟା। ଏଭଳି ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କରିଛି ସୁନ୍ଦରଗଡ଼ ହାତୀବାରୀ ପୁଲିସ୍। ଏନେଇ ତଲସରା ଥାନା ଦେଓବହଲ ଗାଁର ଜ୍ୟୋତି ଟେଟେ ଏବଂ ତାଙ୍କ ୨ ସହଯୋଗୀଙ୍କୁ ଗିରଫ କରିଛି ପୁଲିସ୍ ।

ଅଭିଯୋଗ ମୁତାବକ, ସୁନ୍ଦରଗଡ଼ ଜିଲ୍ଲାର ଜଣେ ଯୁବତୀଙ୍କୁ ୬ମାସ ପୂର୍ବରୁ ଜ୍ୟୋତି ଟେଟେଙ୍କ ମିସ୍ କଲ୍‌ ଆସିଥିଲା। ସେବେଠୁ ଧୀରେ ଧୀରେ ପ୍ରେମ , ସଂପର୍କ ଏବଂ ପରେ ବିବାହ ପର୍ଯ୍ୟନ୍ତ କଥା ଯାଇଥିଲା।

ମାତ୍ର ଜ୍ୟୋତି ଉକ୍ତ ଯୁବତୀଙ୍କୁ ବିବାହ ପାଇଁ ରାଜି ହୋଇନଥିଲା। ଫଳରେ ଯୁବତୀଙ୍କୁ ମାରିବା ପାଇଁ ଯୋଜନା କରି ୨୬ ଡିସେମ୍ବର ସଂଧ୍ୟାରେ ଦୁଇ ସାଙ୍ଗଙ୍କ ସହ ମିଶି ଅଭିଯୁକ୍ତ ଜ୍ୟୋତି ଉକ୍ତ ଯୁବତୀଙ୍କୁ ହତ୍ୟା କରି ଏକ ପଥରରେ ବାନ୍ଧି  କୂଅରେ ଫିଙ୍ଗି ଦେଇଥିଲେ।

ପୁଲିସ୍ ଶବ ଉଦ୍ଧାର କରି ଅନୁସନ୍ଧାନ ପରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like