ଲୋକଙ୍କୁ ମାଡ଼ ମାରିବା ପୋଲିସ ଅଧିକାରୀଙ୍କୁ ମହଙ୍ଗା ପଡ଼ିଲା

ଗଞ୍ଜାମ: ଲକ୍‌ଡାଉନ୍‌ ସମୟରେ ଦେଶର ବିଭିନ୍ନ ସ୍ଥାନରେ ହେଉଥିବା ପୋଲିସ୍‌ର କାର୍ଯ୍ୟାନୁଷ୍ଠାନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଓଡ଼ିଶାରେ ମଧ୍ୟ ଅନେକ ସ୍ଥାନରେ ଆମେ ଦେଖିବାକୁ ପାଇଥିଲେ। କିନ୍ତୁ ପୋଲିସ୍‌ଙ୍କ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଭାରି ପଡ଼ିଛି। ଲକଡାଉନ୍ ବେଳେ ବାଇକ୍ ଚାଳକଙ୍କୁ ମାଡ଼ ମାରି ପୋଲିସ ଅଧିକାରୀ ସସପେଣ୍ଡ ହୋଇଛନ୍ତି। ଗଂଜାମ ଜିଲ୍ଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ସୀମାଂଚଳ ଜେନାଙ୍କୁ ସସପେଣ୍ଡ କରିଛନ୍ତି ଗଂଜାମ ଏସପି ବ୍ରିଜେଶ ରାୟ।

ଲକ୍‌ଡାଉନ୍‌ ଥିବାବେଳେ ବାଟରେ ଯାଉଥିବା ବାଇକ ଚାଳକଙ୍କୁ ଡ୍ୟୁଟିରେ ଥିବା ପୋଡ଼ାମାରି ଫାଣ୍ଡି ଅଧିକାରୀ ଅଟକାଇଥିଲେ। ପରେ ସମ୍ପୃକ୍ତ ଚାଳକଙ୍କୁ ଏକ ପ୍ଲାଷ୍ଟିକ ପାଇପ୍ ଦ୍ୱାରା ନିସ୍ତୁକ ପିଟିଥିଲେ। ତେବେ ଏହି ମାଡ଼ ମାରିବା ଭିଡିଓ ପଦାକୁ ଆସିବା ପରେ ଗଞ୍ଜାମ ଏସ୍‌ପି କାର୍ଯ୍ୟାନୁଷ୍ଠାନ ପୂର୍ବକ ନିଲମ୍ବିତ କରିଛନ୍ତି। ପ୍ରକାଶଥାଉକି, ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଯୋଗୁଁ ଆଗରୁ ପୋଲିସ୍‌ କର୍ମଚାରୀ ନିଲମ୍ୱିତ ହୋଇଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like