ବେଦିକ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ୩ଜଣଙ୍କୁ ଧରିଲା ପୁଲିସ

ସମ୍ବଲପୁର: ବେଦିକ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଙ୍କୁ ମାଡ଼ମରା ଘଟଣାରେ ୩ ଜଣ ନାବାଳକ ଅଭିଯୁକ୍ତଙ୍କୁ ଧରିଲା ପୁଲିସ। ଜୁଭେନାଇଲ ଜଷ୍ଟିସ୍ କୋର୍ଟରେ ସମସ୍ତଙ୍କୁ ହାଜର କରାଯିବା ପରେ ସେମାନଙ୍କୁ ସର୍ତ୍ତମୂଳକ  ଭାବେ ଛଡ଼ାଯାଇଛି। ଏହି ଘଟଣାରେ ଅନ୍ୟ ଜଣେ ଅଭିଯୁକ୍ତ ଏବେବି ଫେରାର ଅଛି। ତାକୁ ଧରିବାକୁ ତନାଘନା ଜାରି ରହିଛି।

ସେପଟେ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଯେଉଁମାନେ ସଂପୃକ୍ତ ଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି।

ପ୍ରକାଶ ଥାଉକି, ଗତ ଶନିବାର ବେଦିକ ଇଣ୍ଟରନ୍ୟାସନାଲ ସ୍କୁଲ୍ ହଷ୍ଟେଲ୍‌ରେ ଜଣେ ଛାତ୍ର ଜଣଙ୍କୁ ଦ୍ୱିତୀୟ ବର୍ଷର ୪ ଜଣ ଛାତ୍ର ଓ ନିସ୍ତୁକ ମାଡ଼ ମାରିଥିଲେ। ମାଡ଼ ବିଷୟରେ ପ୍ରଥମ ବର୍ଷ ଛାତ୍ର ଜଣକ ଅନ୍ୟ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ କହିବାରୁ ପୁଣିଥରେ ୪ ଜଣ ଛାତ୍ର ଆସି ତାଙ୍କୁ ମାଡ଼ ମାରିଥିଲେ। ଏଥିରେ ପ୍ରଥମ ବର୍ଷ ଛାତ୍ର ଜଣକ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ।

ପୂର୍ବ ଖବର ପାଇଁ କ୍ଲିକ୍ କରନ୍ତୁ

 

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like