ଭୁବନେଶ୍ୱରରେ କେଉଁ ସଂସ୍ଥା କଟକଣାମୁକ୍ତ, ସ୍ପଷ୍ଟ କଲେ ସିପି

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ଲକଡାଉନ ସମୟର କଟକଣା ସଂପର୍କରେ ସ୍ପଷ୍ଟ କରିଛନ୍ତି ଭୁବନେଶ୍ୱର କଟକ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସଂଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ସଂପୂର୍ଣ୍ଣ କଟକଣା ଲାଗୁ ହୋଇଛି କୋଭିଡ-୧୯ ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ସଂସ୍ଥା ଓ ବିଭାଗର ଅଧିକାରୀଙ୍କ ପାଇଁ କଟକଣା ଲାଗୁ ହେବନି ସେହିପରି କଲ୍ ସେଣ୍ଟର ଭଳି ଆଇଟି ସେବା ପ୍ରଦାନକାରୀ କାର୍ଯ୍ୟାଳୟ, ଇଣ୍ଟରନେଟ୍ ସେବା ପ୍ରଦାନକାରୀ ଅଫିସ, ମିଡିଆ ଓ ଇଲେକ୍ଟ୍ରିସିଟି, ପାଣି ଯୋଗାଣ ଭଳି ଅତ୍ୟାବଶ୍ୟକ ସଂସ୍ଥା ରାତିରେ କାମ କରିପାରିବେ।

ଜାତୀୟ ରାଜପଥରେ ଯାଉଥିବା ପ୍ରବାସୀଙ୍କ ଗାଡ଼ିକୁ ଅଟକାଯାଇ ପାରିବନି ବୋଲି ସେ କହିଛନ୍ତି। ଔଷଧ ଦୋକାନ ଛଡ଼ା ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିବ ବୋଲି ସେ କହିଛନ୍ତି। ତେବେ କଟକ ମହାନଗର ନିଗମ ସଂଧ୍ୟା ୬ଟା ଯାଏ ସମୟ ଦେଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ ସାଢ଼େ ୬ଟା ଯାଏ ସମୟ ଦେଇଛି। ଏହି ସମୟ ଯାଏ ଦୋକାନ ବଜାର ଖୋଲା ରହିବ। ତେବେ ଅତ୍ୟାବଶ୍ୟକ ସେବା ସଂସ୍ଥା ପାଇଁ କଟକଣା ନାହିଁ।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

You might also like