ଦାଦାବଟି ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ୱର

ଭୁବନେଶ୍ୱର: ଆଉ ଦାଦାବଟିକୁ ନା। ପୋଲିସ୍ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର। ଦାଦାବଟିକୁ ନା ପ୍ରସଙ୍ଗରେ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ପ୍ରେସମିଟ୍ କରିଛନ୍ତି। ଦାଦାବଟି ରୋକିବାକୁ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି। ଏହି ହେଲ୍ପ ଲାଇନ୍ ନମ୍ବର ହେଲା- ୯୯୩୮୯୧୦୦୦୦।

ଏହି ହେଲ୍ପଲାଇନ୍ ନମ୍ବର ଭୁବନେଶ୍ୱର ଓ କଟକରେ କାମ କରିବ। SMS, ମେସେଜ ମାଧ୍ୟମରେ ମଧ୍ୟ ଅଭିଯୋଗ କରିହେବ। ଅଭିଯୋଗକାରୀ ଇଚ୍ଛା କଲେ ନାମ ଗୁପ୍ତ ରଖାଯିବ ଡିଜିପି କହିଛନ୍ତି।

ପ୍ରକାଶଥାଉକି କିଛି ଦିନ ତଳେ ଦାଦାବଟି ଜୁଲମ୍‌ ଅଭିଯୋଗରେ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ କମିଶନରେଟ ପୋଲିସ୍‌ ଉଠାଇ ନେଇଥିଲା। ପରେ ତାଙ୍କୁ ଗିରଫ କରିଥିଲା।

ଏହି ଘଟଣାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଥିଲେ, ଘର ତିଆରି ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲା।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like