ଛୁଟିରୁ ଫେରି ଦାୟିତ୍ୱ ନେଲେ ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା

ଭୁବନେଶ୍ୱର : ଛୁଟିରୁ ଫେରି ଦାୟିତ୍ୱ ନେଲେ ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା। ପତ୍ନୀଙ୍କ ବିୟୋଗ ଯୋଗୁଁ ଛୁଟିରେ ଥିଲେ ରାଜେନ୍ଦ୍ର ପ୍ରସାଦ ଶର୍ମା। ଆଜି ସେ ଓଡ଼ିଶା ଫେରି ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦିଲ୍ଲୀର ଏକ ହସ୍ପିଟାଲରେ ଗତ ୭ ତାରିଖରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କ ପରଲୋକ ହୋଇଥିଲା। ଦିଲ୍ଲୀସ୍ଥିତ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଥିଲା। ଏହାପରେ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ବଦଳରେ ଅଗ୍ନିଶମ ଡିଜି ବିଜୟ କୁମାର ଶର୍ମାଙ୍କୁ ପୁଲିସ ଡିଜି ଭାର ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like