ପୁଣି ଥରେ ଓଟିଭି ଅଧିକାରୀଙ୍କୁ ପୋଲିସ୍‌ର ଜେରା

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ପୁଣି ଓଟିଭି ଅଧିକାରୀଙ୍କୁ ଜେରା। ଓଟିଭି ସିଏଫ୍ଓଙ୍କୁ ମହିଳା ଥାନାକୁ ଡାକି ପଚରାଉଚରା କରିଛି ପୋଲିସ। ତାଙ୍କୁ ଆଜି ସାଢେ ୪ ଘଣ୍ଟା ଧରି ପୋଲିସ ପଚରାଉଚରା କରିଛି।

ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ପୂର୍ବରୁ ଓଟିଭିର ବରିଷ୍ଠ ସାମ୍ବାଦିକ ଓ କର୍ମଚାରୀଙ୍କୁ ପୋଲିସ ଥାନାକୁ ଡକାଇ ଘଣ୍ଟା ଘଣ୍ଟା ଧରି ଜେରା କରିଛି, ମାମଲା ସହ ଯେଉଁମାନଙ୍କର କୌଣସି ସମ୍ପର୍କ ବି ନାହିଁ। ତଥାପି ଏହି ମାମଲାର ତଦନ୍ତରେ OTV କ୍ରମାଗତ ଭାବେ ସହଯୋଗ କରିଆସୁଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like