ଚାପୁଡ଼ା ମାରିଲେ, ବନ୍ଧୁକ ଦେଖାଇ ଧମକାଇଲେ ପୋଲିସ ବାବୁ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ବନମାଳୀପୁର ଫାଣ୍ଡି ଅଧିକାରୀଙ୍କ ଦାଦାଗିରିର ଝଲକ ଏକ ଭିଡ଼ିଓରେ ଦେଖିବାକୁ ମିଳିଛି ।

ବିଚ୍ ରାସ୍ତାରେ ଫାଣ୍ଡି ଅଧିକାରୀ ପ୍ରକାଶ ପୃଷ୍ଟି ଜଣେ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିବା ସହିତ ସର୍ଭିସ୍ ରିଭଲଭର ମୁଣ୍ଡରେ ଲଗାଇ ଧମକ ଦେଇଥିବା ଅଭିଯୋଗ ହୋଇଛି। ସୋଶାଲ ମିଡିଆରେ ଏହି ଭିଡିଓ ଭାଇରଲ ହୋଇଛି ।

ଏହି ଘଟଣାଟି କେବେ ସଂଘଠିତ ହୋଇଥିଲା ତାହା ଜଣାପଡ଼ିନି।  ପୁଲିସ ଅଧିକାରୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଜଣକ ଏନେଇ କୋଉଠି ଅଭିଯୋଗ କରିଛନ୍ତି କି ନାହିଁ ସେ ସମ୍ପର୍କରେ ମଧ୍ୟ ସୂଚନା ମିଳିନି ।

କମିଶନର ପୁଲିସର  ଜଣେ ଆଡିସନାଲ ଡିସିପି ବା  ଡିଏସ୍‌ପି ରାଙ୍କର ଜଣେ  ଅଧିକାରୀ ଘଟଣାର ତଦନ୍ତ କରିବେ ବୋଲି ଜଣାପଡ଼ିଛି।

ଏହାର ସତ୍ୟାସତ୍ୟ ଜାଣିବା ପାଇଁ ବନମାଳୀପୁର ଫାଣ୍ଡି ଅଧିକାରୀଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ  ଲକ୍‌ଡାଉନ୍  ନିୟମକୁ ଉଲ୍ଲଘଂନ କରିଥିବାରୁ ସେ  ଏପରି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like