ପୁଲିସର ଦାଦାଗିରି: ୧୨ ବର୍ଷର କୁନି ଝିଅକୁ ଠେଲିଦେଲା

ଯାଜପୁର: ଯାଜପୁର ସୁକିନ୍ଦା ପୁଲିସର ଦାଦାଗିରି। ଗିରଫ କରିବାକୁ ଯାଇ ଅନ୍ୟ ଜଣଙ୍କ ଘରେ ପଶି ୧୨ବର୍ଷର ଝିଅକୁ ଶକ୍ତ ଧକ୍କା ଦେଇଥିଲେ। ନାବାଳିକା ଜଣକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଏନେଇ ଯାଜପୁର ଏସ୍‌ପି ଚରଣ ସିଂହ ମୀନାଙ୍କ ନିକଟରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ମାଆ। ଅଭିଯୋଗକାରିଣୀଙ୍କ କହିବାନୁଯାୟୀ ପୁଲିସ୍‌ ହଠାତ୍ ତାଙ୍କ ଘରକୁ ବୁଟ୍‌ ପିନ୍ଧି ପଶି ଆସିଥିଲେ। ପରେ ତାଙ୍କ କୁନି ଝିଅକୁ ଶକ୍ତ ଧକ୍କା ଦେଇଥିଲେ। ଝିଅଟିର କାନ୍ଧରେ ଆଘାତ ଲାଗିବାରୁ ଝିଅଟି ଅସହାୟ ଯନ୍ତ୍ରଣା ଭୋଗ୍‌ କରୁଛି ବୋଲି ପୀଡ଼ିତାଙ୍କ ମାଆ କହିଛନ୍ତି।

ଅଭିଯୁକ୍ତ ପୁଲିସ ଜଣକ ହେଲେ ସୁକିନ୍ଦା ଥାନା ଅଧିକାରୀ ବିଚିତ୍ରାନନ୍ଦ ସେଠୀ। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଳିଙ୍ଗନଗର ଅତିରିକ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ପି ଚରଣ ସିଂହ ମୀନା।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like