ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ୍‌ ଏକ ଗଞ୍ଜେଇ ବୋଝେଇ ଟ୍ରକ୍‌ ଜବତ କରିଛି।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହି ଗଞ୍ଜେଇ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ଜଣାପଡ଼ିଛି।

ତେବେ ଏହି ଘଟଣାରେ ପୁଲିସ୍‌ କାହାରିକୁ ଗିରଫ କରି ନାହିଁ।

You might also like