ପୋଲିସ୍ ଗାଡ଼ିକୁ ଜବତ କଲା ପୋଲିସ୍

ସମ୍ବଲପୁର: ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ। ପୋଲିସ୍ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲା ପୋଲିସ୍। ଝାରସୁଗୁଡ଼ାର ରାମପଦା ଛକରେ ଧରିଲା ରେଙ୍ଗାଳି ପୋଲିସ୍।

ଏଥିରେ ଥିବା ୨୧ କେଜି ଗଞ୍ଜେଇକୁ ଜବତ କରିବା ସହ ପୋଲିସ୍‌ର ବୋଲେରୋ ଗାଡ଼ି ଜବତ କରାଯାଇଛି। ଜବତ ଗାଡ଼ିଟି GRP ପୋଲିସ୍‌ର ବୋଲି ଜଣାଯାଇଛି। ଡ୍ରାଇଭର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କୁ ଗିରଫ କରାଯାଇଛି।

ଅଭିଯୁକ୍ତ ଡ୍ରାଇଭରଙ୍କ ନାଁରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛନ୍ତି। ଏଥି ସହିତ ଏଥିରେ ଅନ୍ୟ କେଉଁମାନଙ୍କର ସମ୍ପୃକ୍ତି ରହିଛି, ସେ ନେଇ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like