ହୋମ କ୍ୱରେଣ୍ଟିନରେ କେମିତି ରହିବେ ପ୍ରବାସୀ; ବୁଝିବେ ନେତା, ପୋଲିସ୍

ଭୁବନେଶ୍ୱର: କରୋନାକୁ ନେଇ କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବାହାର ରାଜ୍ୟ ତଥା ବିଦେଶରୁ ଆସୁଥିବା ପ୍ରବାସୀଙ୍କୁ କିପରି ହୋମ କ୍ୱାରେଣ୍ଟିନରେ ରଖାଯିବ ସେ ନେଇ ବିସ୍ତୃତଭାବେ ଆଲୋଚନା ହୋଇଛି।

ଅଧିକରୁ ଅଧିକ ପ୍ରବାସୀ ରାଜ୍ୟ ତଥା ଦେଶ ବାହାରୁ ଫେରୁଥିବାରୁ ହୋମ କ୍ୱାରେଣ୍ଟିନକୁ କଡାକଡି ଭାବେ ପାଳନ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିରେ ରାଜନେତା, ପୋଲିସ ଅଧିକାରୀ, ବିଭିନ୍ନ ସମ୍ପ୍ରଦାୟର ନେତା ସମସ୍ତଙ୍କୁ ସାମିଲ କରାଯାଇଥିଲା। ଏସବୁ ଅଧିକାରୀଙ୍କ ସହ କୋଭିଡ ପାଇଁ ନିୟୋଜିତ ପର୍ଯ୍ୟବେକ୍ଷକ ବିସ୍ତୃତଭାବେ ଆଲୋଚନା କରିଥିଲେ।

ଏହି ବୈଠକରେ ରାଜ୍ୟସଭା ସାଂସଦ ସୁବାସ ସିଂ, ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ, ପର୍ଯ୍ୟବେକ୍ଷକ ତଥା ସଚିବ ସୌରଭ ଗର୍ଗ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, କଟକ ଡିସିପି, ସିଏମସି କମିଶନର ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

You might also like