• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବାଙ୍କି: କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ବ୍ରହ୍ମପୁରା ଗାଁରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ମତଦାନକୁ ନେଇ କଂଗ୍ରେସ-ବିଜେଡି ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଅଭିଯୋଗ ହୋଇଛି।

ଗତକାଲି ପ୍ରଥମେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଗଣ୍ଡଗୋଳର ରୂପ ନେଇଥିଲା।  ବିଜେଡି ସମର୍ଥକମାନେ କଂଗ୍ରେସ ସମର୍ଥକଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏହି ଘଟଣାରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଙ୍କି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ  ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

https://youtu.be/TefjBcb0dZM

Poll-violence-5-injured-in-bjd-congress-scuffle-in-banki-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories