ରାସ୍ତାରେ ପଡିଛି ପିପିଇ କିଟ୍, ମାସ୍କ; ଭୟରେ ଯାଉ ନାହାନ୍ତି ଲୋକେ

ପାରଳାଖେମୁଣ୍ଡି: ରାସ୍ତା କଡ଼ରେ ପଡ଼ିଛି ବ୍ୟବହୃତ ପିପିଇ କିଟ୍, ମାସ୍କ ଓ ଗ୍ଲୋଭ୍ସ। ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମହେନ୍ଦ୍ରତନୟା ନଦୀ ନିକଟ ମୁଖ୍ୟ ରାସ୍ତାକଡ଼ରେ ଏସବୁ ସାମଗ୍ରୀ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ସ୍ଥାନୀୟ ଲୋକେ ଏହି ରାସ୍ତା ଦେଇ ଯିବାକୁ ଭୟ କରୁଛନ୍ତି।

କରୋନାରୁ ବର୍ତ୍ତିବା ଲାଗି ବ୍ୟବହାର ହେଉଥିବା ଏହି ସାମଗ୍ରୀଗୁଡିକୁ ପରେ ନଷ୍ଟ କରାଯିବା କଥା। ହେଲେ କିଛି ବେପରୁଆ ବ୍ୟକ୍ତି ଏହାକୁ ରାସ୍ତା କଡ଼ରେ ଫୋପାଡି ଦେଇଛନ୍ତି।

ଏହି ଘଟଣାକୁ ନେଇ ପଦକ୍ଷେପ ଗ୍ରହଣ କରଯିବ ବୋଲି ପାରଳାଖେମୁଣ୍ଡିର ପୌର ନିର୍ବାହୀ ଅଧିକାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like