ଏଣିକି ବସ୍‌ ବଦଳରେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର: ଏଣିକି ବସ୍‌ ବଦଳରେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଓଡ଼ିଆ। ଏଥିପାଇଁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା ହେବ। ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରବାସୀମାନେ ଟ୍ରେନରେ ଆସିପାରିବେ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।

ଆନ୍ଧ୍ର ପ୍ରଦେଶ, ତାମିଲନାଡୁ, ମହାରାଷ୍ଟ୍ର, ଗୁଜରାଟ ଓ ଅନ୍ୟ ରାଜ୍ୟରେ ଫସି ରହିଥିବା ପ୍ରବାସୀଙ୍କୁ ଟ୍ରେନରେ ଅଣାଯିବ। ତେବେ ବସ୍‌ରେ ଆସିବାର ଆଉ କୌଣସି ବ୍ୟବସ୍ଥା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

ଯେଉଁମାନେ ଚାହିଁବେ ନିଜସ୍ୱ ବ୍ୟବସ୍ଥାରେ ସ୍ଥାନୀୟ ପ୍ରଶାସନର ଅନୁମତି ନେଇ ବସ୍ କିମ୍ବା ଅନ୍ୟ ଗାଡ଼ିରେ ଆସିପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like