ବାତ୍ୟା ‘ଫୋନି’କୁ ନେଇ ପୂର୍ବତଟ ରେଲୱେର ସତର୍କତାମୂଳକ ପଦକ୍ଷେପ

ଭୁବନେଶ୍ୱର: ବାତ୍ୟା ଫୋନିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ଭଦ୍ରକ ଓ ବିଜୟନଗରମ୍ ମଧ୍ୟରେ ସମସ୍ତ ଟ୍ରେନ୍ ଚଳାଚଳକୁ ବନ୍ଦ ରଖାଯାଇ ପାରେ। ଏହି ଅନୁସାରେ ଯାତ୍ରୀମାନେ ସେମାନଙ୍କ ଯାତ୍ରା ନେଇ ଯୋଜନା କରିବାକୁ ପୂର୍ବତଟ ରେଲେୱେ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ସନ୍ଧ୍ୟାରେ ରେଳ ସେବା ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରାଯିବ ବୋଲି ପୂର୍ବତନ ରେଲୱେ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

You might also like