ଖରାପ ରାସ୍ତା ପାଇଁ ପୁଣି ହନ୍ତସନ୍ତ ହେଲେ ଗର୍ଭବତୀ

ସୁବର୍ଣ୍ଣପୁର: ପୁଣି ଜନନୀ ଯନ୍ତ୍ରଣାର ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ଖରାପ ରାସ୍ତା ପାଇଁ ଗାଁକୁ ଅମ୍ବୁଲାନ୍ସ ଯାଇପାରିଲାନି ଯେଉଁଥିପାଇଁ ଗୋଟେ କିଲୋମିଟର ବାଟ ଚାଲି ଚାଲି ଜଣେ ଗର୍ଭବତୀ ଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ଅଞ୍ଚଳରେ।

ତରଭା ବ୍ଲକ ବଡମାଲ ନନ୍ଦପାଲି ଗାଁର ବାସନ୍ତୀ କୁମ୍ଭାରଙ୍କ ଗର୍ଭ ଯନ୍ତ୍ରଣା ହେବା ପରେ ୧୦୮ ଆମ୍ବୁଲାନ୍ସ ଡକାଯାଇଥିଲା। ହେଲେ ଗାଁ ରାସ୍ତା ଅତ୍ୟନ୍ତ ଖରାପ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲାନି। ଫଳରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବା ମହିଳାଙ୍କୁ ବାଧ୍ୟହୋଇ ଗୋଟିଏ କିଲୋମିଟର ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଚଲାଇ ଚଲାଇ ନେବାକୁ ବାଧ୍ୟ ହୋଇଥିଲେ ପରିବାର ଲୋକ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like