• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ପୁରୀ : ପୁରୀ-କୋଣାର୍କ ବେଳାମାର୍ଗର ଟିକନା ସ୍ଥିତ ପୁରୀ ଜିଲ୍ଲା କାରାଗାରରେ ବିଚାରାଧିନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ କଏଦୀଙ୍କ ନାଁ ଶେଖ୍ ଆକବର ମେହେମୁଦ୍। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ସରଧାପୁରରେ।

ପୁଲିସର କହିବା କଥା, ଜଣେ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ଅଭିଯୋଗରେ ତାଙ୍କୁ ଗିରଫ କରି ଜେଲ୍‌ରେ ରଖାଯାଇଛି। ଆଜି ମଧ୍ୟାହ୍ନରେ ଖାଇ ସାରିବା ପରେ ସେ ନିଜ କୋଠରୀ ନିକଟରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ପୁଲିସ୍‌ କହିଛି।

ପୁଲିସ୍‌ ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ତେବେ ଏନେଇ ମୃତ କଏଦୀଙ୍କ ପରିବାର କିମ୍ବା ଜେଲ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

Prison-suicide-in-jail-in-puri
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories