ବିଜ୍ଞାପନରେ ସରକାରଙ୍କ ଆତ୍ମପ୍ରଚାରକୁ ବିରୋଧ

ଭୁବନେଶ୍ୱର : ବିଜ୍ଞାପନ ପୋଡ଼ି ଅଭିଯାନ। ଏହି ଅଭିଯାନ ଆରମ୍ଭ କରିଛି ଓଡ଼ିଶା ସୂଚନା ଅଧିକାର ଅଭିଯାନ ନାମକ ଏକ ସଂଗଠନ। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟ ସରକାର ପ୍ରାୟ ପ୍ରତିଦିନ ବିଭିନ୍ନ ଗଣମାଧ୍ୟମରେ ବଡ଼ ବଡ଼ ବିଜ୍ଞାପନ ଛାପୁଛନ୍ତି।

ଓଡ଼ିଶା ସୂଚନା ଅଧିକାର ଅଭିଯାନ ଅଭିଯୋଗ କରିଛି, ଏହି ବିଜ୍ଞାପନ ମଧ୍ୟରୁ ଅନେକ ମିଥ୍ୟା ଓ ବିଭ୍ରାନ୍ତିମୂଳକ। ନିର୍ବାଚନକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆତ୍ମପ୍ରଚାର କରୁଛନ୍ତି। ଦୁଇ ବର୍ଷ ମଧ୍ୟରେ କେବଳ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପାଇଁ ରାଜ୍ୟ ସରକାର ପ୍ରାୟ ୫ ଶହ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।

ଏହାର ପ୍ରତିବାଦରେ ବିଜ୍ଞାପନ ପୋଡ଼ି କରାଯାଇଛି। ମିଥ୍ୟା, ମନଗଢ଼ା ବିଜ୍ଞାପନ ବନ୍ଦ ନ ହେବା ଯାଏ ଏହା ଜାରି ରହିବ ବୋଲି କହିଛି ଏହି ସଂଗଠନ।

ଆହୁରି ପଢ଼ନ୍ତୁ

ଏଣିକି ଶିକ୍ଷକଙ୍କ ଦକ୍ଷତା ମାପିବେ ଛାତ୍ରଛାତ୍ରୀ

୨୧ ଜଣିଆ ମନ୍ତ୍ରିମଣ୍ଡଳରେ ୧୩ କୋଟିପତି : ଶୀର୍ଷରେ ନବୀନ

ଚତୁର୍ଥ ଶ୍ରେଣୀ ପଢ଼ିଥିବା ବ୍ୟକ୍ତି ଚାଷ ପାଇଁ ତିଆରି କଲେ ମଟର ଚାଳିତ ଯନ୍ତ୍ର

ସ୍ୱାଭିମାନ ଅଂଚଳର ଉନ୍ନତି ପାଇଁ ଅଣ୍ଟା ଭିଡିଲେ ଗ୍ରାମବାସୀ

ପ୍ରେମ ବିବାହ ପରେ ସ୍ତ୍ରୀକୁ ଛାଡ଼ି ସ୍ୱାମୀ ଫେରାର୍‌

ପାର୍ସଲ ପେଟିରୁ ବାହାରିଲା ନାଗସାପ

ନିଜସ୍ୱ ଉଦ୍ୟମରେ ମୋବାଇଲ ଟାୱାର ନିର୍ମାଣ କଲେ ଗ୍ରାମବାସୀ

ଭୁଲ୍‌ ଇଞ୍ଜେକସନ୍ ପାଇଁ ୯ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ

ଓଟିଭିର ପ୍ରଭାବ: ମାଟି ଶଙ୍ଖ ଶିଳ୍ପୀଙ୍କୁ ମିଳିଲା ପ୍ରୋତ୍ସାହନ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ସମୁଦ୍ର କୂଳରେ ବିଛା ଯାଇଥିବା ଜିଓ ସିନ୍ଥେଟିକ୍‌ ଟ୍ୟୁବ୍‌ରେ ଅଗ୍ନିକାଣ୍ଡ

ଋଷିକୂଲ୍ୟା ନଦୀରେ ଭାସିଗଲେ ନାବାଳିକା

You might also like