ଉଚ୍ଛେଦ ବନ୍ଦ ପାଇଁ ପ୍ରତିନିଧି ଦଳର ଦାବିକୁ ଜିଲ୍ଲାପାଳଙ୍କ ଅଗ୍ରାହ୍ୟ

ପୁରୀ : ପୁରୀ ଜିଲ୍ଲାପାଳଙ୍କ ସହ ୧୫ ଜଣିଆ ପ୍ରତିନିଧି ଦଳର ଆଲୋଚନା ବିଫଳ। ଉଚ୍ଛେଦ ବନ୍ଦ ପାଇଁ ପ୍ରତିନିଧି ଦଳର ଦାବିକୁ ଅଗ୍ରାହ୍ୟ କଲେ ଜିଲ୍ଲାପାଳ। ଫଳରେ ଶ୍ରୀମନ୍ଦିର ମେଘନାଦ ପାଚେରି ସଲଗ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ଚାଲୁ ରହିବ ବୋଲି ବୈଠକ ପରେ ଜିଲ୍ଲାପାଳ ବଲଓ୍ୱନ୍ତ ସିଂହ ସୂଚନା ଦେଇଛନ୍ତି।

 ମନ୍ଦିରର ସୁରକ୍ଷା ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଉଥିବାରୁ ଉଚ୍ଛେଦ ନେଇ ସଂପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ରହିଛି ବୋଲି କହିଛନ୍ତି ଜିଲ୍ଲାପାଳ। ଏପଟେ ଆବଶ୍ୟକ ପଡ଼ିଲେ ବୁଲଡୋଜର ଆଗରେ ଜୀବନ ଦେବୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସମସ୍ୟା ଜଣାଇବୁ କହିଛି ପ୍ରତିନିଧି ଦଳ।

ଉଚ୍ଛେଦ ପ୍ରତିବାଦରେ ଆଜି ପୁରୀ ଜିଲ୍ଲାପାଳଙ୍କୁ ଭେଟିଥିଲେ ୧୫ ଜଣିଆ କମିଟି। ସାଧୁସନ୍ଥ ଓ ସ୍ଥାନୀୟ ଲୋକଙ୍କ ଜୋରଦାର ବିରୋଧ ଯୋଗୁଁ ଗତକାଲିଠୁ ବଡ଼ଆଖଡ଼ା ମଠ ଭଙ୍ଗା ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like