‘ଜିନ୍‌ ହ୍ୱା’ ଜାହାଜ ମାଲିକଙ୍କୁ ନୋଟିସ୍‌

କୃଷ୍ଣପ୍ରସାଦ: ରାଜହଂସରେ ଲାଗିଥିବା ଜିନ ହ୍ୱା ଜାହାଜ ମାଲିକଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ୨ ଦିନ ମଧ୍ୟରେ ଜାହାଜରୁ ତେଲ ବାହାର କରିବା ସହ  ୭ ଦିନ ମଧ୍ୟରେ ସମୁଦ୍ର କୂଳ ଛାଡ଼ିବାକୁ ନୋଟିସରେ ଉଲ୍ଲେଖ ରହିଥିବା ଜଣାପଡ଼ିଛି।

୨୦ରୁ ଅଧିକ ଦିନ ଧରି ରାଜହଂସରେ ଅଚଳାବସ୍ଥାରେ ପଡ଼ିରହିଥିବା ମାଲେସୀୟ ଜାହାଜ ଜିନ୍ ହ୍ୱାରୁ ତେଲ କଢ଼ା ପ୍ରକ୍ରିୟା ଆରମ୍ଭ ହୋଇଛି। ୭ଶହ ମିଟର ଲମ୍ବର ପାଇପ୍ ସଂଯୋଗ କରାଯାଇ ଜାହାଜରୁ ତେଲ କଢ଼ାଯାଉଛି।

ତେଲ କଢ଼ା ସରିବା ପରେ ଲଞ୍ଚ କିମ୍ବା ଡଙ୍ଗାରେ ଚିଲିକା ଭିତର ଦେଇ ତେଲକୁ ସାତପଡ଼ା ଅଣାଯିବ ବୋଲି ସୂଚନା ମିଳିଛି। ସେପଟେ ଏହି ତେଲକଢ଼ା ପ୍ରକ୍ରିୟା ସହ ଜାହାଜକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like