ଶ୍ରୀକ୍ଷେତ୍ରର ଧାର୍ମିକ, ସାଂସ୍କୃତିକ ଐତିହ୍ୟ ଓ ପରାମ୍ପରାକୁ ଦୃଷ୍ଟିରେ ରଖାଯାଉ : ଗଜପତି ମହାରାଜ

ପୁରୀ : ପର୍ଯ୍ୟଟନ ସହର ପୁରୀର ଦୃଶ୍ୟପଟ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର କରିଥିବା ଯୋଜନା ଓ ଘୋଷଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ।

ଶ୍ରୀକ୍ଷେତ୍ରର ଉନ୍ନୟନ ପାଇଁ ସରକାରଙ୍କ ଘୋଷଣାକୁ ସେ ସ୍ୱାଗତ କରିଛନ୍ତି। ତେବେ ଏହି ଯୋଜନାବଦ୍ଧ ଓ ସମନ୍ୱିତ ଉନ୍ନତିକରଣ କାର୍ଯ୍ୟ , ଏହି କ୍ଷେତ୍ରର ମହାନ ଆଧ୍ୟାତ୍ମିକ, ଧାର୍ମିକ ତଥା ସାଂସ୍କୃତିକ ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖି କରିବା ଆବଶ୍ୟକ ବୋଲି ମତ ରଖିଛନ୍ତି।

ଶ୍ରୀନଅର ପକ୍ଷରୁ ଜାରି ଏକ ପ୍ରେସ୍‌ ବିବୃତ୍ତି ଜରିଆରେ ଏହି ମହତ କାର୍ଯ୍ୟରେ ସମସ୍ତ ଜଗନ୍ନାଥପ୍ରେମୀ ଭକ୍ତଜନ ସହଯୋଗ କରିବା ନିମନ୍ତେ ସେ ନିବେଦନ କରିଛନ୍ତି। ଏହାସହ ଜଗନ୍ନାଥଙ୍କ କୃପାରୁ ଏହି ଉନ୍ନୟନମୂଳକ କାର୍ଯ୍ୟର ସଫଳ ରୂପାୟନ ମଧ୍ୟ କାମନା କରିଛନ୍ତି ଗଜପତି ମହାରାଜ।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like