ଦଇତାପତିଙ୍କ କାର୍ଯ୍ୟଧାରାକୁ ନେଇ ଅଭିଯୋଗ ଆଣିଲେ ବିଶ୍ୱକର୍ମା ମହାରଣା

ପୁରୀ: ଦଇତାପତିଙ୍କ କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଲେ ବିଶ୍ୱକର୍ମା ମହାରଣା ସେବକ। ଦଇତାପତିମାନେ ନିଜ ସ୍ୱାର୍ଥ ଓ ପାଉଣାକୁ ନେଇ ଏକପାଖିଆ ନିଷ୍ପତ୍ତି ନେଉଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି।

ମେ’ ୩  ତାରିଖ ପରେ ରଥ ନିର୍ମାଣ ପାଇଁ ପ୍ରଶାସନ ଅନୁମତି ଦେଲେ ମଧ୍ୟ ରଥ ନିର୍ମାଣ ସମ୍ଭବ ନୁହେଁ ବୋଲି ଦେବଦଳନ ରଥର ମୁଖ୍ୟ ମହାରଣା କୃଷ୍ଣଚନ୍ଦ୍ର ମହାରଣା କହିଛନ୍ତି। ରଥ ନିର୍ମାଣ ଯଦି ଠିକ ସମୟର ଶେଷ ନହୁଏ, ଏଥିପାଇଁ ଦାୟୀ କିଏ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି।

ସେପଟେ ଏପରି ଅଭିଯୋଗକୁ ଖଣ୍ଡନ କରିଛନ୍ତି ବରିଷ୍ଠ ସେବାୟତ  ବିନାୟକ ଦାସ ମହାପାତ୍ର। ମହାରଣା ସେବାୟତଙ୍କ କାର୍ଯ୍ୟ ଉପରେ ଦଇତାପତିମାନେ କେବେ ହସ୍ତକ୍ଷେପ କରନ୍ତି ନାହିଁ ବୋଲି ସେ ସଫେଇ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like