ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା

ପୁରୀ: ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।    ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା। ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।

ଆଉ ଆଜି ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କଟକଣା ପୁଣି ମାସେ ବଢ଼ାଇଛନ୍ତି ଜିଲ୍ଲା ପ୍ରଶାସନ। କେବଳ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ। ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ମାନି ଦାହ ସଂସ୍କାର କରିପାରିବେ। କୋଭିଡ ସ୍ଥିତିକୁ ଦେଖି ସେପ୍ଟେମ୍ବର ୩୦ ଯାଏ ଏହି କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like