ଜଗନ୍ନାଥ ବଲ୍ଲଭରେ ରଖାଯିବ ଶ୍ରୀଜିଉଙ୍କ ୩ ରଥ

ପୁରୀ: ଜଗନ୍ନାଥ ବଲ୍ଲଭରେ ରଖାଯିବ ଶ୍ରୀଜିଉଙ୍କ ୩ ରଥ। ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ତିନି ରଥକୁ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ରଖିବା ପାଇଁ ବ୍ୟବସ୍ଥା କରାଯାଉଛି। ଜଗନ୍ନାଥ ବଲ୍ଲଭରେ ଉପଯୁକ୍ତ ସ୍ଥାନ ମାପଚୁପ ପରେ ତିନି ରଥକୁ ଖୋଲାଯିବ। ତାହାକୁ କିଭଳି ଢଙ୍ଗରେ କାଢ଼ି ପୁଣି ଯୋଡାଯିବ ସେ ନେଇ ବୈଠକ ହୋଇଥିଲା।

ବିଶ୍ୱକର୍ମା ମହାରଣା ଓ ଭୋଇ ସେବକଙ୍କ ସହ ଶ୍ରୀମନ୍ଦିର ପରିଚାଳନା କମିଟି ଓ ଛତିଶା ନିଯୋଗ ବୈଠକରେ ଏସମ୍ପର୍କିତ ଆଲୋଚନା ହୋଇଥିଲା। ରଥକୁ ସୁରକ୍ଷିତ ଭାବେ ଭାଙ୍ଗି ସଜାଡ଼ିବା ପାଇଁ ଏକ ବୈଷୟିକ ଟିମ କରାଯାଇଛି। ଆବଶ୍ୟକ ହେଲେ ମରାମତି କରି ରଖାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

You might also like