• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Puri

Street vendors
ତାତିଲେ ପୁରୀ ବଡ଼ଦାଣ୍ଡରୁ ଉଚ୍ଛେଦ ଉଠା ଦୋକାନୀ; କାଲିର ଧାରଣା ପରେ ଆଜି ବିରାଟ ଶୋଭାଯାତ୍ରା

ପ୍ରତିଶ୍ରୁତି ପୂରଣରେ ବିଳମ୍ବ ଅଭିଯୋଗ । ରାସ୍ତାକୁ ଓହ୍ଲାଇଲେ ବଡ଼ଦାଣ୍ଡରୁ ଉଚ୍ଛେଦ ଉଠା ଦୋକାନୀ । ଗତକାଲିର ଧାରଣା ପରେ ଆଜି ଶୋଭାଯାତ୍ରା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ।

Srimandir
ଅସନ୍ତୋଷ ଚାପିବା ପାଇଁ କୁହାଗଲା କି ମହାପ୍ରଭୁଙ୍କ ସେବାରେ ଲାଗିବ ଗୁଆ-ଚାଉଳ ?

ଅର୍ପଣ ରଥ ବୁଲାଇ ମହାପ୍ରଭୁ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ, ଚାଉଳ ଦେବାକୁ ଅନୁରୋଧ କରିଥିଲେ ସରକାର। ଯାହାକୁ ସରକାରଙ୍କ ପ୍ରଚାର ଯାତ୍ରା କହିଥିଲେ ଗଜପତି ମହାରାଜ ।

Srimandir
ଏପ୍ରିଲ ୩୦ ସୁଦ୍ଧା ସରିବ ନାଟମଣ୍ଡପ ଓ ଜଗମୋହନ ମରାମତି, ହାଇକୋର୍ଟଙ୍କୁ ଜଣାଇଲେ ଆମିକସ୍‌ କ୍ୟୁରି

ମରାମତି ପାଇଁ ୧୦ ତାରିଖରେ ବିମ୍ ଡିଜାଇନ୍ ମଧ୍ୟ ଚୂଡ଼ାନ୍ତ ହୋଇଥିବା କହିଛନ୍ତି ଆମିକସ୍ କ୍ୟୁରି ।

Parikrama Prakalpa
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ କାହିଁକି ଆସିପାରିଲେନି ଶଙ୍କରାଚାର୍ଯ୍ୟ ?

ଯେତେବେଳେ ଲୋକାର୍ପଣ ଉତ୍ସବ ପାଇଁ ତାରିଖ ଧାର୍ଯ୍ୟ କରାଗଲା, ନା ଜଗତଗୁରୁଙ୍କ ପରାମର୍ଶ ନିଆଯାଇଥିଲା ନା ତାଙ୍କୁ ପଚରା ଯାଇଥିଲା। ନିଶ୍ଚିତ ଭାବେ ଏଥିରେ ତ୍ରୁଟି ଘଟିଛି। 

Jay Jagannath
ଅନ୍ତ ହେଲା ଅପେକ୍ଷା... ଭକ୍ତିରେ ଭିଜୁଛି ଶ୍ରୀକ୍ଷେତ୍ର; ଆଜି ଲୋକାର୍ପଣ ହେବ ପରିକ୍ରମା ପ୍ରକଳ୍ପ

ଆଜି ସେଇ ମାହେନ୍ଦ୍ର ବେଳା । ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

Srimandir
ଉତ୍ସବମୁଖର ଶ୍ରୀକ୍ଷେତ୍ର; ଆଜି ମହାଯଜ୍ଞର ଦ୍ୱିତୀୟ ଦିନ

ଗତକାଲି ସୂର୍ଯ୍ୟୋଦୟରୁ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ହୋଇଥିଲା ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ ମହାଯଜ୍ଞର ଶୁଭାରମ୍ଭ । ଶ୍ରୀମନ୍ଦିର ଐଶାନ୍ୟକୋଣରେ ସ୍ଥାପିତ ବିଶାଳ ଯଜ୍ଞ କୁଣ୍ଡରେ ରୋଷଶାଳାରୁ ବୈଷ୍ଣବାଗ୍ନୀ ସଂସ୍କାର ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥଲା ।

Srimandir Parikrama Prakalpa
ବେଦ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହେଉଛି ଶ୍ରୀମନ୍ଦିରର ଚଉଦିଗ

ମକର ସଂକ୍ରାନ୍ତିରୁ ତ୍ରିଦିନାତ୍ମକ ଯଜ୍ଞର ଶୁଭାରମ୍ଭ, ବେଦଧ୍ବନିରେ କଂପୁଛି ଚଉଦିଗ । ଶ୍ରୀସେତୁରୁ ଶ୍ରୀମାର୍ଗ ଯାଏଁ ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଓ ଡିଜିପି ।

Puri
ପୁରୀକୁ ଜଗିବେ ୧୦୦ ସୁପରଭାଇଜିଂ ଅଫିସର, ୨୫୦ SI ଓ ASI !

ସୁରୁଖୁରୁରେ ସବୁ କାର୍ଯ୍ୟ ସମ୍ପାଦନ ପାଇଁ ବ୍ୟବସ୍ଥା ହୋଇଛି ବୋଲି DGP କହିଛନ୍ତି ।

BJP
ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଏକ ଦଳୀୟ କାର୍ଯ୍ୟକ୍ରମ: ମନମୋହନ

ଆମେ ସାମିଲ ହେବା ଉଚିତ ନା ନାହିଁ ଏହା ଆପଣ ବିଚାର କରନ୍ତୁ । ଭୁବନେଶ୍ୱର ରାମ ମନ୍ଦିର ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି ପ୍ରତିକ୍ରିୟା ରଖିଛନ୍ତି ।

 Srimandir Parikrama Prakalpa
ଶ୍ରୀକ୍ଷେତ୍ରରେ ଚାଲିଛି ଜୋରଦାର ପ୍ରସ୍ତୁତି; ଆଜିଠୁ ମହାଯଜ୍ଞ ଆରମ୍ଭ

ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ । ସେପଟେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି ।

Makar Sankranti
ଆଜି ପବିତ୍ର ମକର ସଂକ୍ରାନ୍ତି; ମକରଚୌରାଶୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପବିତ୍ର ମକର ସଂକ୍ରାନ୍ତି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଅଛି ସ୍ୱତନ୍ତ୍ର ନୀତିକାନ୍ତି । ମକର ସଂକ୍ରାନ୍ତିରେ ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜିଉ ।

Arpana Ratha
ଜଗନ୍ନାଥଙ୍କ ସହ କାହିଁକି ଲାଗିଛି ପାଣ୍ଡିଆନଙ୍କ ଫଟୋ ?

ବଡମ୍ବାର କଙ୍କଡ଼ାଯୋଡି ଗାଁରେ ବି ବିରୋଧ । ବିରୋଧ କଲେ ସ୍ଥାନୀୟ ସରପଞ୍ଚ ଓ ଗ୍ରାମବାସୀ ।

Srimandir, Lord Jagannath
ଦୁଲୁକିଲାଣି ଶ୍ରୀକ୍ଷେତ୍ର, ମନ୍ତ୍ରଧ୍ୱନୀରେ କମ୍ପିଲାଣି ଶ୍ରୀମନ୍ଦିର ଚତୁପାର୍ଶ୍ୱ...

ସେପଟେ ଏଯାଏଁ ଶତ ପ୍ରତିଶତ ସରିପାରିନି ଶ୍ରୀସେତୁ ଠାରୁ ଶ୍ରୀଦାଣ୍ଡ ଓ ପରିକ୍ରମା ପ୍ରକଳ୍ପର କିଛି କାମ।

Srimandir Parikrama Project
ମୁଣ୍ତ ଉପରେ ଲୋକାର୍ପଣ; ଏଯାଏଁ ସରିନି ପ୍ରକଳ୍ପ କାମ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ପାଇଁ ସଜେଇ ହେଉଛି ଶ୍ରୀକ୍ଷେତ୍ର । ଯେଉଁଠି ଆଜି ସୁଦ୍ଧା କାମ ସରିଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା ସେଠି ଏବେ ଆହୁରି ଅନେକ କାମ ବାକି ରହିଛି ।

Gajapati Maharaja
ଶ୍ରୀନଅରରେ ଗଜପତି ମହାରାଜାଙ୍କ ଆଚାର୍ଯ୍ୟ ବରଣ

ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ, ସରିବ ।

Sri Mandir
ପୋଲିସ ନଜରରେ ଶ୍ରୀମନ୍ଦିର କରିଡର, ସିସିଟିଭି ନଜରରେ ପୁରା ସହର

ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ତା ପୂର୍ବରୁ ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଥିବା ଓବିସିସି ସଂସ୍ଥା ଆଜି ଶ୍ରୀମନ୍ଦିର ପ୍ରଶାସନ ହାତରେ ପରିକ୍ରମା ପ୍ରକଳ୍ପକୁ କରିବ ହସ୍ତାନ୍ତର ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ବିସ୍ଥାପିତଙ୍କୁ ଭୁଲିଗଲେ କି ସରକାର ? ଏଯାଏଁ ମିଳିନି ପରିଚୟପତ୍ର, ଉତ୍ସବକୁ କରାଯାଇନି ନିମନ୍ତ୍ରଣ

ପରିବାରଙ୍କ ଅଭିଯୋଗ, ଯେଉଁ ପରିକ୍ରମା ପ୍ରକଳ୍ପ ପାଇଁ ଆମେ ବାସହରା ହେଲୁ ସେହି ପ୍ରକଳ୍ପରେ କେଉଁଠି ବି ଆମ ନାଁ ନାହିଁ । ସବୁ ବିସ୍ଥାପିତଙ୍କୁ ପରିଚୟପତ୍ର ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ବି ମିଳିଲାନି ।

Winter Mornings
ଏତେ କୁହୁଡ଼ି ଯେ, ମହାପ୍ରଭୁଙ୍କ ପତିତପାବନ ବାନା ବି ଦିଶୁନି..

ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

Shankaracharya
ପୁଣି ଅସନ୍ତୋଷ ଝାଡ଼ିଲେ ଶଙ୍କରାଚାର୍ଯ୍ୟ, ପରିକ୍ରମା ପ୍ରକଳ୍ପ ଉତ୍ସବକୁ ଯିବେ କି ନାହିଁ ସନ୍ଦେହ..!

ପରିକ୍ରମା ପ୍ରକଳ୍ପ ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ । ନିମନ୍ତ୍ରଣ ପାଇଥିବା କହିଲେ ପୁରୀ ଶଙ୍କରାଚାର୍ଯ୍ୟ ।

Srimandir Parikrama Project
ଓବିସିକୁ CS ଛାଟ; ୧୧ ସୁଦ୍ଧା କାମ ସାର, ୧୪ରୁ ସିକ୍ୟୁରିଟି ଟାଇଟ୍‌

ଫିକ୍ସ ହେଲା ଡେଡଲାଇନ୍ । ଜାନୁଆରୀ ୧୧ ତାରିଖ ଶେଷ କଣ୍ଟ । ସେଇ ଦିନ ସନ୍ଧ୍ୟା ସୁଦ୍ଧା ପୁରୀ ପ୍ରଶାସନକୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହସ୍ତାନ୍ତର କରିବ ଓବିସିସି ।

Kamia Jani
ରାଜ୍ୟପାଳଙ୍କୁ ଭେଟିଲେ ବୈଦିକ ବ୍ରାହ୍ମଣ ପରିଷଦ

ରାଜଭବନରେ ଭେଟି ସ୍ମାରକ ପତ୍ର ଦେଲା ବୈଦିକ ବ୍ରାହ୍ମଣ ପରିଷଦ । ୧୧ ଜଣିଆ ସଦସ୍ୟ ରାଜ୍ୟପାଳଙ୍କୁ ଭେଟିଲେ ।

Puri Srimandir
ନୂଆବର୍ଷରୁ ଜଗା ଦର୍ଶନରେ ନୂଆ ନିୟମ; ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିନଥିଲେ ପ୍ରବେଶ ମନା

ମନ୍ଦିର ପ୍ରବେଶ ବେଳେ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିବାକୁ ବି ସଚେତନ କରିଛି ଶ୍ରୀମନ୍ଦିର ପ୍ରଶାସନ । ଯେହେତୁ ନୂଆବର୍ଷରେ ଜଗା ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଲୋକଙ୍କ ଭିଡ଼ ହୋଇଛି ।

SriMandir , Lord Jagannath
ନୂଆବର୍ଷରେ ପୁରୀରେ ଯାନବାହନ କଟକଣା

ଦିଗବାରେଣୀରୁ ବତୀଘର ଯାଏଁ ସମୁଦ୍ରକୂଳ ରାସ୍ତା ନୋ- ଭେହିକିଲ୍ ଜୋନ୍ । ସମସ୍ତ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ ।

VK Pandian
ପୁରୀରେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ କଳା ପତାକା ଦେଖାଇ ବିରୋଧ..

ଆଜି ଭୋର ୫ଟା ସମୟରେ ଭି. କେ ପାଣ୍ଡିଆନ ପୁରୀ ଆସିଥିବା ସମୟରେ ଜିଲ୍ଲା କଂଗ୍ରେସ ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି ।

Jagannath Temple
ନୂଆ ବର୍ଷରୁ ନୂଆ ଢ଼ାଞ୍ଚାରେ ଦର୍ଶନ; କେତେ ଦୂର କାମ କରିବ ଟନେଲ୍‌, ଭକ୍ତ ଖୋଲିବେ ଗୁମର

ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ ।