‘ଫୋନି’ ଯୋଗୁ ଶ୍ରୀମନ୍ଦିରର ୫ କୋଟି ୧୦ ଲକ୍ଷ ଟଙ୍କା କ୍ଷତି

ପୁରୀ: ବାତ୍ୟା ‘ଫୋନି’ ଯୋଗୁ ପୁରୀ ଶ୍ରୀମନ୍ଦିରର ୫ କୋଟି ୧୦ ଲକ୍ଷ ଟଙ୍କା କ୍ଷତି ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। କ୍ଷୟକ୍ଷତିର ରିପୋର୍ଟ SRCଙ୍କୁ ଦିଆଯାଇଛି ଓ ଭାଙ୍ଗି ଯାଇଥିବା ମୂର୍ତ୍ତିର ମରାମତି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।

‘ଫୋନି’ ବାତ୍ୟାରେ ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରାପାଳ ଜୟଙ୍କ ମୂର୍ତ୍ତି ଭାଙ୍ଗିବା ସହ ମନ୍ଦିର ଉପରେ ଥିବା ସିଂହମୂର୍ତ୍ତି ମଧ୍ୟ ଭାଙ୍ଗିଛି। ତା’ସହ ଲୁହା ଭାରା ଖସି ସାକ୍ଷୀଗୋପାଳ ଓ ବେଢ଼ାରେ ଅନ୍ୟ କିଛି ମନ୍ଦିର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like