କରୋନା ପାଇଁ ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ନିଷ୍ପତ୍ତି ବିଷୟରେ ଏମିତି କହିଲେ ଗଜପତି ମହାରାଜା
ପୁରୀ: କରୋନା ଭୂତାଣୁ ସଂକ୍ରମଣର ସ୍ଥିତି ଏବଂ ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ନିଷ୍ପତ୍ତି ଅବସରରେ ରାଜ୍ୟବାସୀଙ୍କୁ ସ୍ୱତନ୍ତ୍ର ବାର୍ତ୍ତା ଦେଇଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। କରୋନା ଭୂତାଣୁର ଭୟାବହତା ଦୃଷ୍ଟିରୁ ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ଲକ୍ଡାଉନକୁ ବଳବତ୍ତର ରଖିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଆନ୍ତରିକତାର ସହ ପାଳନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ଗଜପତି ମହାରାଜା। ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ କୃପାରୁ ଏହି ବିପଦ ଅତିଶୀଘ୍ର ଟଳିଯାଉ ବୋଲି ନିଜର ବାର୍ତ୍ତାରେ […]
ପୁରୀ: କରୋନା ଭୂତାଣୁ ସଂକ୍ରମଣର ସ୍ଥିତି ଏବଂ ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ନିଷ୍ପତ୍ତି ଅବସରରେ ରାଜ୍ୟବାସୀଙ୍କୁ ସ୍ୱତନ୍ତ୍ର ବାର୍ତ୍ତା ଦେଇଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। କରୋନା ଭୂତାଣୁର ଭୟାବହତା ଦୃଷ୍ଟିରୁ ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ଲକ୍ଡାଉନକୁ ବଳବତ୍ତର ରଖିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଆନ୍ତରିକତାର ସହ ପାଳନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ଗଜପତି ମହାରାଜା। ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ କୃପାରୁ ଏହି ବିପଦ ଅତିଶୀଘ୍ର ଟଳିଯାଉ ବୋଲି ନିଜର ବାର୍ତ୍ତାରେ ଗଜପତି ମହାରାଜା କହିଛନ୍ତି।