୮ ତାରିଖରେ ଜୟପୁର ଆସିବେ ରାହୁଲ ଗାନ୍ଧି

ନିର୍ବାଚନ ପୂର୍ବରୁ କଂଗ୍ରେସର କସରତ

ଜୟପୁର  : କଂଗ୍ରେସର ଫୋକ୍‌ସରେ ଓଡ଼ିଶା। ସାଧାରଣ ନିର୍ବାଚନ ପୂର୍ବରୁ ଜୋରଦାର କସରତ କରୁଛି କଂଗ୍ରେସ। ଉପକୂଳ, ପଶ୍ଚିମ ଓଡ଼ିଶା ଗସ୍ତ ପରେ ଏବେ କଂଗ୍ରେସ ସଭାପତିଙ୍କ ଟାଗେର୍ଟରେ ଦକ୍ଷିଣ ଓଡ଼ିଶା। ଏହି ଧାରାରେ ଆସନ୍ତା ୮ ତାରିଖରେ ପୁଣି ଥରେ ଓଡ଼ିଶା ଆସିବେ ରାହୁଲ।

ଏନେଇ ବିଧିବଦ୍ଧ ସୂଚନା ଦେଇଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି। ଗତକାଲି ଜୟପୁର ଜିଲ୍ଲା କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ତାରା।  ପ୍ରଥମେ ରାହୁଲ ଜୟପୁରରେ ସାଧାରଣ ସଭାରେ ଯୋଗଦେଇ ବରଗଡ଼ ଅଭିମୁଖେ ଯିବେ ବୋଲି ସେ କହିଛନ୍ତି।

ଏହାପୂର୍ବରୁ ଭୁବନେଶ୍ୱର ଓ ପଶ୍ଚିମ ଓଡ଼ିଶାରେ ସାଧାରଣ ସଭାରେ ଯୋଗଦେଇଛନ୍ତି ରାହୁଲ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

You might also like