ମଦ କାରଖାନାରେ ଚଢ଼ଉ, ୧୭ଲକ୍ଷରୁ ଅଧିକ ଟଙ୍କା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ରାସୋଲ ଗାଁରେ ଥିବା ଏକ ମଦ କାରଖାନା ଉପରେ ଚଢ଼ଉ କରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଓ କୁଇକ୍‌ ଆକ୍ସନ ଟିମ୍‌ ମିଳିତ ଭାବେ ଚଢ଼ଉ କରିଥିଲେ।

ଚଢ଼ଉବେଳେ ବିପୁଳ ପରିମାଣର ମଦ, ମଦ ପ୍ୟାକିଂ ମେସିନ୍‌, ଗୋଟିଏ କାର, ଗୋଟିଏ ଟ୍ରକ୍‌ ସହ ନଗଦ ୧୭ଲକ୍ଷ ୬୦ହଜାର ଟଙ୍କା ଜବତ କରାଯାଇଥିଲା। ଏହି ଘଟଣାରେ କାରଖାନାର ମାଲିକ ମିନତି ପାଇକରାୟଙ୍କୁ ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like