କେନ୍ଦ୍ରାପଡ଼ାରେ ବିଭିନ୍ନ ହୋଟେଲ ଓ ଲଜରେ ଚଢ଼ଉ

କେନ୍ଦ୍ରାପଡ଼ା : ରାତି ପାହିଲେ ହେବ ମତଦାନ। ତା’ପୂର୍ବରୁ ଆଜି ରାତିରେ କେନ୍ଦ୍ରାପଡ଼ାର ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। ନିର୍ବାଚନମଣ୍ଡଳୀରେ ବାହାର ନେତା ଅଛନ୍ତି ନା ନାହିଁ ତାକୁ ନେଇ ଚଢ଼ଉ ଜାରି ରହିଛି। କେନ୍ଦ୍ରାପଡ଼ା ସହରର ବିଭିନ୍ନ ହୋଟେଲ ଓ ଲଜରେ ରିଟର୍ଣ୍ଣିଂ ଅଫିସରଙ୍କ ନେତୃତ୍ୱରେ ଏହି ଚଢ଼ଉ ହେଉଛି।

କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ର କହିଛନ୍ତି-“୧୫ରୁ ୨୦ ପ୍ରତିଶତ ରୁମ୍‌ରେ ଲୋକ ଅଛନ୍ତି। ଅଧିକାଂଶ ରୁମ୍‌ରେ ତାଲା ପଡ଼ିଛି। ସେହି ରୁମ୍‌ ଗୁଡ଼ିକୁ ଖୋଲି ଦେଖିଲୁ। ପରବର୍ତ୍ତୀ ସମୟରେ ସେମିତି କିଛି ସୂଚନା ମିଳିଲେ ରାତିରେ ପୁଣି ଚଢ଼ଉ ହେବ।”

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like