ରେଲୱେ ହେଲ୍ପଲାଇନ୍ ନମ୍ବର ୧୮୨; ହଜିଗଲେ ଖୋଜିଆଣିବ

ଭୁବନେଶ୍ୱର: ରେଲୱେ ହେଲ୍ପଲାଇନ ନମ୍ବର୍ ୧୮୨ର ଉପାଦେୟତା ନେଇ ସୂଚନା ଦେଇଛି ରେଲୱେ।  ୧୮୨ ନମ୍ବର ମାଧ୍ୟମରେ ଯାତ୍ରୀଙ୍କୁ ଅନେକ ସହାୟତା ମିଳିଛି। ଚଳିତ ବର୍ଷର ପ୍ରଥମ ୮ ମାସ ମଧ୍ୟରେ ୩୧୦ଟି ମାମଲାରେ ଟ୍ରେନ୍‌ରେ ଛାଡ଼ି ଯାଇଥିବା ଯାତ୍ରୀମାନଙ୍କ ଜିନିଷପତ୍ର ଫେରସ୍ତ କରାଯାଇଛି।

୨୩୭ଟି ଲଗେଜ୍ ସମ୍ବନ୍ଧୀୟ ଜିନିଷପତ୍ର, ମନିପର୍ସ, ଲାପଟପ୍ ଓ ମୋବାଇଲ ଫୋନ ଯାତ୍ରୀଙ୍କୁ ଫେରସ୍ତ କରାଯାଇଛି। ୨୭ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଉଦ୍ଧାର କରାଯାଇ ଯାତ୍ରୀଙ୍କୁ ଫେରସ୍ତ କରାଯାଇଛି। ୧୮୨ ହେଲ୍ପ ଲାଇନ୍ ନମ୍ବର ଦ୍ୱାରା ଅନେକ ଯାତ୍ରୀଙ୍କୁ ସେମାନଙ୍କ ହଜିବା ସାମଗ୍ରୀ ମିଳିପାରିଛି। ଆରପିଏଫ୍ ଦ୍ୱାରା ଏହି ହେଲ୍ପ ଲାଇନ୍ ନମ୍ବର ପରିଚାଳିତ ହେଉଛି। ପୂର୍ବତଟ ରେଳପଥ ଦ୍ୱାରା ବିଭିନ୍ନ ମାମଲାରେ ପ୍ରାୟ ୫୪ ଲକ୍ଷ ଟଙ୍କା ମୂଲ୍ୟର ସାମଗ୍ରୀ ଉଦ୍ଧାର କରାଯାଇ ଯାତ୍ରୀଙ୍କୁ ଫେରସ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like