• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭୁବନେଶ୍ୱର : ବାତ୍ୟା ‘ଫୋନି’ ପାଇଁ ପୂର୍ବତଟ ରେଲୱେ ଆଜି ଆଉ ୪୦ଟି ଟ୍ରେନ୍‌ ବାତିଲ କରିଛି। ଯାତ୍ରୀଙ୍କ ନିରାପତ୍ତା ଓ ସୁରକ୍ଷାକୁ ଦେଖି ପୂର୍ବତଟ ରେଲୱେ ଏପରି ପଦକ୍ଷେପ ନେଇଛି। ଆଜି ପାଇଁ ୩ଟି, ଆସନ୍ତାକାଲି ୨୧ଟି ଓ ୪ ତାରିଖ ପାଇଁ ୧୬ଟି ଟ୍ରେନ ବାତିଲ କରାଯାଇଛି। ସେହିପରି ବିଶାଖା ଏକ୍ସପ୍ରେସ୍‌କୁ ୨ ପାର୍ଶ୍ୱରୁ ଆଂଶିକ ବାତିଲ ବାତିଲ କରାଯାଇଛି।

ଉଲ୍ଲେଖନୀୟ ଯେ, ପୂର୍ବରୁ ପୂର୍ବତଟ ରେଲୱେ ୧୦୭ଟି ଟ୍ରେନ ବାତିଲ କରିଛି। ଏଥିସହ ରେଳ ବିଭାଗ ହେଲ୍‌ପ ଲାଇନ ନମ୍ବର ଜାରି କରିଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪-୨୪୯୦୦୧୦, ୨୪୯୨୫୧୧, ୨୪୯୨୬୧୧ ହେଲ୍‌ପ ଲାଇନ୍‌ ନମ୍ୱର ଜାରି ହୋଇଛି।

ସେହିପରି ସମ୍ବଲପୁର ପାଇଁ ୦୬୬୩- ୨୫୩୨୨୩୦, ୨୫୩୩୦୩୭, ୨୫୩୨୩୦୨; ପୁରୀ ପାଇଁ ୦୬୭୫୨-୨୨୫୯୨୨, ଭଦ୍ରକ ପାଇଁ ୦୬୭୮୪-୨୩୦୮୨୭, କଟକ: ୦୬୭୧-୨୨୦୧୮୬୫, ବ୍ରହ୍ମପୁର ପାଇଁ ୦୬୮୦-୨୨୨୯୬୩୨, ବିଶାଖାପାଟନମ୍ ପାଇଁ ୦୮୯୧- ୨୭୪୬୨୫୫, ୦୮୯୧- ୧୦୭୨ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରିଛି ରେଳ ବିଭାଗ।

Railways-cancells-another-40-trains-due-to-fani
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories