ବାତ୍ୟା ଫୋନି: ଆଉ ୪୦ଟି ଟ୍ରେନ ବାତିଲ କଲା ପୂର୍ବତଟ ରେଲୱେ

ଭୁବନେଶ୍ୱର : ବାତ୍ୟା ‘ଫୋନି’ ପାଇଁ ପୂର୍ବତଟ ରେଲୱେ ଆଜି ଆଉ ୪୦ଟି ଟ୍ରେନ୍‌ ବାତିଲ କରିଛି। ଯାତ୍ରୀଙ୍କ ନିରାପତ୍ତା ଓ ସୁରକ୍ଷାକୁ ଦେଖି ପୂର୍ବତଟ ରେଲୱେ ଏପରି ପଦକ୍ଷେପ ନେଇଛି। ଆଜି ପାଇଁ ୩ଟି, ଆସନ୍ତାକାଲି ୨୧ଟି ଓ ୪ ତାରିଖ ପାଇଁ ୧୬ଟି ଟ୍ରେନ ବାତିଲ କରାଯାଇଛି। ସେହିପରି ବିଶାଖା ଏକ୍ସପ୍ରେସ୍‌କୁ ୨ ପାର୍ଶ୍ୱରୁ ଆଂଶିକ ବାତିଲ ବାତିଲ କରାଯାଇଛି।

ଉଲ୍ଲେଖନୀୟ ଯେ, ପୂର୍ବରୁ ପୂର୍ବତଟ ରେଲୱେ ୧୦୭ଟି ଟ୍ରେନ ବାତିଲ କରିଛି। ଏଥିସହ ରେଳ ବିଭାଗ ହେଲ୍‌ପ ଲାଇନ ନମ୍ବର ଜାରି କରିଛି। ଭୁବନେଶ୍ୱର ପାଇଁ ୦୬୭୪-୨୩୦୩୦୬୦, ୨୩୦୧୫୨୫, ୨୩୦୧୬୨୫ ଓ ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪-୨୪୯୦୦୧୦, ୨୪୯୨୫୧୧, ୨୪୯୨୬୧୧ ହେଲ୍‌ପ ଲାଇନ୍‌ ନମ୍ୱର ଜାରି ହୋଇଛି।

ସେହିପରି ସମ୍ବଲପୁର ପାଇଁ ୦୬୬୩- ୨୫୩୨୨୩୦, ୨୫୩୩୦୩୭, ୨୫୩୨୩୦୨; ପୁରୀ ପାଇଁ ୦୬୭୫୨-୨୨୫୯୨୨, ଭଦ୍ରକ ପାଇଁ ୦୬୭୮୪-୨୩୦୮୨୭, କଟକ: ୦୬୭୧-୨୨୦୧୮୬୫, ବ୍ରହ୍ମପୁର ପାଇଁ ୦୬୮୦-୨୨୨୯୬୩୨, ବିଶାଖାପାଟନମ୍ ପାଇଁ ୦୮୯୧- ୨୭୪୬୨୫୫, ୦୮୯୧- ୧୦୭୨ ହେଲ୍‌ପ ଲାଇନ୍‌ ନମ୍ୱର ଜାରି କରିଛି ରେଳ ବିଭାଗ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like