କଟକ ସହର ଜଳମଗ୍ନ, ସବୁ ସ୍କୁଲ୍‌ ଛୁଟି ଘୋଷଣା

କଟକ: ପ୍ରବଳ ବର୍ଷା ଯୋଗୁଁ କଟକରେ ଆଜି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏତେ ବର୍ଷା ଯେ ଘରୁ ବାହାରି ହେଉନାହିଁ। ତେଣୁକରି ପିଲାଙ୍କ ସୁରକ୍ଷାକୁ ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି।  ପ୍ରବଳ ବର୍ଷାରେ କଟକ ସହର ଜଳମଗ୍ନ ହୋଇଯାଇଛି।

ଲଗାଣ ବର୍ଷାରେ କଟକ ସହରର ରକ୍ସି ଲେନ୍, ରାଜାବଗିଚା, ମେରିଆ ସାହି, ପଟାପୋଲ ଅଞ୍ଚଳ ଜଳମଗ୍ନ ହୋଇ ପଡିଛି। କଟକ ସହରର ଅନ୍ୟାନ୍ୟ ତଳିଆ ଅଞ୍ଚଳରେ ମଧ୍ୟ ପାଣି ଭର୍ତ୍ତି ହୋଇଯାଇଛି। ଜଳ ନିଷ୍କାସନ କରିବାକୁ ସିଏମ୍‌ସି ପକ୍ଷରୁ ଉଦ୍ୟମ ଜାରି ରହିଛି। ପାଣି ନିଷ୍କାସନ କାର୍ଯ୍ୟରେ ୧୧୫ଟି ପମ୍ପ୍ ନିୟୋଜିତ କରାଯାଇଛି। ଜଳ ନିଷ୍କାସନ କାର୍ଯ୍ୟରେ ୨୪ଟି ଭଲ୍‌ଭୋ ପମ୍ପ୍ ଲାଗିଛି।

cuttack rain

ଆହୁରି ପଢ଼ନ୍ତୁ

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ବୌଦ୍ଧ ଡେପୁଟୀ କଲେକ୍ଟର ଶରତ ବାଗ ଗିରଫ

You might also like