ବଜ୍ରପାତ ନେଇ ୧୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ରହିବାକୁ SRC ନିର୍ଦ୍ଦେଶ ଦେଇଛନ୍ତି। ପାଣିପାଗ ବିଭାଗର ସୂଚନା ଅନୁସାରେ ୨୧ ତାରିଖ ଯାଏଁ ସତର୍କ ନିର୍ଦ୍ଦେଶ ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ।

You might also like