ମଇଳା ଜଳରେ ବୁଡିଲା ତିନି ରଥ

ଶରଧାବାଲିରେ ବୋହିଲା ଅାବର୍ଜନା ପାଣି

ପୁରୀ : ଶରଧାବାଲିରେ ବୋହିଲା ଅାବର୍ଜନା ପାଣି। ଅାଜି ପୂର୍ବାହ୍ନରେ ପୁରୀରେ ପ୍ରବଳ ବର୍ଷା ପରେ ବଡଦାଣ୍ଡ ଜଳମଗ୍ନ ହୋଇଯାଇଥିଲା। ଗୁଣ୍ଡିଚା ମନ୍ଦିର ସାମ୍ନା ନାକଚଣା ଦ୍ୱାର ଅାଗରେ ଅାଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହୋଇଥିଲା।

ଏପରିକି ବଡଦାଣ୍ଡରେ ଥିବା ତିନି ରଥର ଚକ ମଧ୍ୟ ବର୍ଷା ଜଳରେ ବୁଡିଯାଇଥିଲା। ବର୍ଷା ଜଳ ସହ ମଇଳା ଅାବର୍ଜନା ପାଣିରେ ରଥ ଥିବାରୁ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like