• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ମେ ୭ ବେଳକୁ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୱେଲମାର୍କଡ ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ଆଜି ଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା  ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହାର ପ୍ରଭାବରେ ମେ ୩ରୁ ୭ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଛି।

Rainfall-for-these-districts-next-4-days
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories