୨୪ ଘଣ୍ଟାରେ ଅବପାତ, ୭ ଯାଏ ଏସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ମେ ୭ ବେଳକୁ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୱେଲମାର୍କଡ ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ଆଜି ଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା  ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହାର ପ୍ରଭାବରେ ମେ ୩ରୁ ୭ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like