Weather Forecast In Odisha: କାଲି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍‌ମାର୍କଡ୍‌ରେ ପରିଣତ ହୋଇ ଗତକାଲି ଛତିଶଗଡ଼ ପାଖାପାଖି ଥିବାବେଳେ ଆଜି ଏହା ଛତିଶଗଡ଼ର ଉତ୍ତରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ଓ କଳାହାଣ୍ଡି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେପ୍ଟେମ୍ବର ୧ ଆଡ଼କୁ ୮ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା଼- କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର,ସୁନ୍ଦରଗଡ଼ ଓ ଗଜପତି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଗତ ୨୪ ଘଣ୍ଟାରେ ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like