ବଙ୍ଗୋପସାଗରରେ ଲଘୁଚାପ, ୭ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇପାରେ। ଏହାର ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ାରେ ବି କାଲି ପ୍ରବଳ ବର୍ଷା ହୋଇପାରେ।

ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like