ରାଜା ଆଚାର୍ଯ୍ୟଙ୍କୁ ଉଠାଇ ନେଲା ପୋଲିସ୍‌

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ କମିଶନରେଟ ପୋଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି। ଦାଦାବଟି ଜୁଲମ୍‌ ଅଭିଯୋଗରେ ରାଜାଙ୍କୁ ପୋଲିସ୍‌ ଉଠାଇ ନେଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।

ଆଜି କମିଶନରେଟ ପୋଲିସ୍‌ର Anti extortion wing ରାଜାଙ୍କୁ ଉଠାଇ ନେଇଥିଲା। ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ୍‌ ଥାନାରେ ଜେରା ଚାଲିଥିବା ସୂଚନା ମିଳିଛି।

ଏହି ଘଟଣାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ଘର ତିଆରି ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲା।

ଦାଦାବଟି ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଗତକାଲି ପୋଲିସ୍‌ କମିଶନର କହିଥିଲେ।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like