ନବୀନଙ୍କ ସମର୍ଥନ ଲୋଡ଼ିଲେ ନୀତିଶ

ଭୁବନେଶ୍ୱର/ପାଟନା: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଫୋନ୍ ଯୋଗେ କଥା ହୋଇଛନ୍ତି।

ନିର୍ବାଚନରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବା ଲାଗି ନୀତିଶ କୁମାର, ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ଫୋନ୍ ବାର୍ତ୍ତାଳାପ ବେଳେ ନୀତିଶ କହିଛନ୍ତି ଯେ, ତାଙ୍କ ଦଳ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀ କରାଯାଇଛି।

ତେଣୁ ଏହି ନିର୍ବାଚନରେ ବିଜେଡି ହରିବଂଶଙ୍କୁ ସମର୍ଥନ କରିବା ଲାଗି ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି।

ଗତଥର ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ହରିବଂଶଙ୍କ ପ୍ରାର୍ଥିତ୍ୱକୁ ବିଜେଡି ସମର୍ଥନ କରିଥିଲା। ତେବେ ଏଥର ନୀତିଶ ଫୋନ୍ କରିଥିଲେ ବି ନବୀନଙ୍କ ମତାମତ ଜଣାପଡ଼ିନି।

ଆହୁରି ପଢ଼ନ୍ତୁ

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

You might also like