ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଧାରଣା। ଇନ୍ଦିରା ଗାନ୍ଧି ଆଦିବାସୀ ଛାତ୍ରୀ ନିବାସ ଆଗରେ ଅନ୍ତେବାସୀମାନେ ଧାରଣା ଦେଇ ସହକାରୀ ଅଧୀକ୍ଷକଙ୍କ ବଦଳି ଦାବି କରିଛନ୍ତି। ହଷ୍ଟେଲର ସହକାରୀ ଅଧୀକ୍ଷକ ଛାତ୍ରୀମାନଙ୍କୁ ବାହାରକୁ ଛାଡୁନଥିବା ଏବଂ ଅଭିଭାବକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି।

ସେପଟେ ଛାତ୍ରୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି। ଛାତ୍ରୀମାନେ ଆଣିଥିବା ଅଭିଯୋଗ ମିଛ ଏବଂ ଛାତ୍ରୀଙ୍କ ସୁରକ୍ଷା ପାଇଁ ନିୟମ କଡ଼ାକଡ଼ି ପାଳନ ହେଉଛି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

You might also like