• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

ଭୁବନେଶ୍ୱର: ଓଡ଼ିଶାର ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ରଣେନ୍ଦ୍ର ଟୁଇଟ୍ କରି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ମୋ ପାଖରେ କରୋନାର କୌଣସି ଲକ୍ଷଣ ନଥିଲା। ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ ଆଇସୋଲେସନରେ ଅଛି। ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତୁରନ୍ତ ନିଜର ଟେଷ୍ଟ କରାଇ ନିଅନ୍ତୁ ବୋଲି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅନୁରୋଧ କରିଛନ୍ତି।

https://twitter.com/rajaaswain/status/1304413842122838017?s=20

ଏହା ପୂର୍ବରୁ ମହିଳା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କର କରୋନା ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଥିଲା। ଏ ନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ବର୍ତ୍ତମାନ ହୋମ୍ ଆଇସୋଲେସନରେ ଅଛନ୍ତି।

ଏହା ପୂର୍ବରୁ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୁଶାନ୍ତ ସିଂ, ଅରୁଣ କୁମାର ସାହୁ ଓ ପଦ୍ମିନୀ ଦିଆନ୍ କରୋନାରେ ଆକ୍ରାନ୍ତ ହୋଇଥିବା ସାମ୍ନାକୁ ଆସିଥିଲା।

Ranendra-pratap-swain-tested-positive
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories