‘ଗାଁ ଦାଣ୍ଡରେ କୁମ୍ଭୀର ବୁଲିବା ମିଛ’

ଭଦ୍ରକ: ଯାଜପୁର ଦତ୍ତପୁର ଗାଁ ଦାଣ୍ଡରେ କୁମ୍ଭୀର ବୁଲୁଥିବା ଖବର ଆଜି ପ୍ରକାଶ ପାଇଥିଲା। ତେବେ ଏହି ଭିଡିଓଟି ଆଜିର ନୁହେଁ। ଏହା ପୁରୁଣା ଓ ଦତ୍ତପୁର ଗାଁର ନୁହେଁ। ସେହି ଭିଜୁଆଲଟି ସୋଶାଲ୍‌ ମିଡିଆରେ ଘୂରି ବୁଲୁଛି। ଭିଡିଓଟି ଅନ୍ୟ ରାଜ୍ୟର। ଏନେଇ ଯାଜପୁର ରୋଡ୍‌ ରେଂଜର ଦେବେନ୍ଦ୍ର ପଟ୍ଟନାୟକ କହିଛନ୍ତି।

ସେ କହିଛନ୍ତି-“ବୈତରଣୀ ନଦୀ ବନ୍ଧରେ ଘାଇ ହୋଇ କୁମ୍ଭୀର ଆସିଥିବା ଖବର ମିଳିଛି। ଆମ ଟିମ୍ ସେଠାକୁ ଯାଇଛି। ଘଟଣା ନେଇ ଅନୁଧ୍ୟାନ କରାଯାଉଛି।”

ସୂଚନାରୁ ପ୍ରକାଶ, ଦତ୍ତପୁର ଗାଁ ଦାଣ୍ଡରେ କୁମ୍ଭୀର ଖେଳୁଥିବା ଖବର ଆଜି ରାଜ୍ୟର ଏକାଧିକ ଟିଭି ଚାନେଲରେ ପ୍ରସାରିତ ହୋଇଥିଲା। ଏହାସହ ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ୍‌ରେ ସ୍ୱତନ୍ତ୍ର ରିପୋର୍ଟ ଭାବେ ପ୍ରସାରିତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like