ଶ୍ୱଶୁରଙ୍କ ବିରୋଧରେ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ; ଅଭିଯୁକ୍ତ ଶ୍ୱଶୁରଙ୍କୁ ଥାନାରେ ଅଟକ ରଖିଲା ପୁଲିସ

ପିପିଲି : ବୋହୂକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ପରେ ଚର୍ଚ୍ଚାକୁ ଆସିଥିବା ପୁରୀ ଜିଲ୍ଲା ପିପିଲି ଅଞ୍ଚଳର ଅଭିଯୁକ୍ତ ଶ୍ୱଶୁରଙ୍କୁ ଅଟକ ରଖିଲା ପୁଲିସ। ତାଙ୍କ ନାଁ ପଞ୍ଚୁ ମଲ୍ଲିକ। ତାଙ୍କୁ ପୁଲିସ ଥାନାକୁ ଆଣି ପଚରାଉଚରା କରୁଛି।

ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆଣି ଗତକାଲି ପଞ୍ଚୁ ମଲ୍ଲିକଙ୍କ ନାଁରେ ପିପିଲି ଥାନାରେ ଏତଲା ଦେଇଥିଲେ ତାଙ୍କ ବୋହୂ। ନିଜେ ମୋବାଇଲ୍ କ୍ୟାମେରାରେ ସୁଟ୍ କରିଥିବା ଏକ ଆପତ୍ତିଜନକ ଭିଡ଼ିଓକୁ ମଧ୍ୟ ପୁଲିସକୁ ଦେଇଥିଲେ। ତାସହ ଯୌତୁକ ଜନିତ ନିର୍ଯାତନା ଅଭିଯୋଗ ଆଣି ମହିଳା ଜଣଙ୍କ ଶାଶୂ ସହ ସ୍ୱାମୀ, ଦିଅର ଓ ନଣନ୍ଦଙ୍କ ବିରୋଧରେ ଏତଲା ଦେଇଥିଲେ। ଏନେଇ ପିପିଲି ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା।

ଶେଷରେ ଆଜି ଅଭିଯୁକ୍ତ ଶ୍ୱଶୁରକୁ ଥାନାକୁ ନେଇ ପୁଲିସ ଅଟକ ରଖିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଆଧାର ଧରିଲା ୧୯ ଲକ୍ଷ ବେଆଇନ ହିତାଧିକାରୀ

ଗିରଫ ହେଲେଣି ୪୨୬ ମଦୁଆ ଚାଳକ , ଆଗରେ ଗଞ୍ଜାମ

କ୍ୱାର୍ଟର୍ସ ଛାଡୁନଥିବା ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମ ବାଣୀ, ଘର ନଛାଡ଼ିଲେ କଟିବ ଲାଇନ, ପାଣି

ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

ଡାକ୍ତର ନୁହେଁ, ଅନଭିଜ୍ଞ ଔଷଧ ଦୋକାନୀ କରୁଛନ୍ତି ରୋଗୀ ଚିକିତ୍ସା!

କ୍ୱାର୍ଟର୍ସ ଛାଡ଼ିବା ପାଇଁ ନୋଟିସ ପଠାଇବା ଓ କେସ୍‌ କରିବା ଶୋଭନୀୟ ନୁହେଁ : ଦେବାଶିଷ ନାୟକ

ଆରଟିଓ ଅଫିସ୍‌ରେ ଦଲାଲ ରାଜ୍ : ମାନିଲେ ମନ୍ତ୍ରୀ

You might also like