ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଚମ୍ପୁଅାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଯୁବତୀ ଜଣଙ୍କ ବଡବିଲ୍ ଥାନା ଅଂଚଳରେ ରହୁଥିବା ନିଜ ଭଉଣୀ ଘରକୁ ବୁଲି ଯାଇଥିଲେ। ଗତକାଲି ଘରେ କେହି ନଥିବାର ସୁଯୋଗ ନେଇ ଦୁଇ ଜଣ ଯୁବକ ତାଙ୍କୁ ଯୋର ଜବରଦସ୍ତ ଦୁଷ୍କର୍ମ କରିଥିଲେ। ଏନେଇ ଥାନାରେ ଅଭିଯୋଗ ପରେ ବଡବିଲ ପୁଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଚମ୍ପୁଅାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଯୁବତୀ ଜଣଙ୍କ ବଡବିଲ୍ ଥାନା ଅଂଚଳରେ ରହୁଥିବା ନିଜ ଭଉଣୀ ଘରକୁ ବୁଲି ଯାଇଥିଲେ। ଗତକାଲି ଘରେ କେହି ନଥିବାର ସୁଯୋଗ ନେଇ ଦୁଇ ଜଣ ଯୁବକ ତାଙ୍କୁ ଯୋର ଜବରଦସ୍ତ ଦୁଷ୍କର୍ମ କରିଥିଲେ।
ଏନେଇ ଥାନାରେ ଅଭିଯୋଗ ପରେ ବଡବିଲ ପୁଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।